ରାତି ପାହିଲେ ମହାପ୍ରଭୁଙ୍କ ଅଣସର ଦର୍ଶନ – ସକାଳ ୬ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ

ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ। ଆସନ୍ତାକାଲି (ଜୁନ ୧୨)ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ। ଭୋର ୪ଟାରେ ମନ୍ଦିରର ଦ୍ବାରଫିଟା ନୀତି,…

Read More

ସ୍ନାନ ପୂର୍ଣ୍ଣିମାରେ ପୁରୀରେ ଗଡ଼ିଲା ମୁଣ୍ଡ, ବରିଷ୍ଠ ସେବାୟତଙ୍କୁ ହତ୍ୟା

ସ୍ନାନ ପୂର୍ଣ୍ଣିମା ପାଇଁ ଆଜି ପୁରୀରେ ହଜାର ହଜାର ଭକ୍ତଙ୍କ ଭିଡ଼। ସ୍ନାନବେଦୀରେ ଶ୍ରୀଜିଉଙ୍କୁ ଗଜାନନବେଶରେ ଦର୍ଶନ କରିବାକୁ ରାଜ୍ୟର ବିଭିନ୍ନ ସ୍ଥାନରୁ ହୋଇଛି ଭକ୍ତଙ୍କ ସମାଗମ…

Read More

ଗଜାନନ ବେଶରେ ଶୋଭାପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ସୁନା କୂଅରୁ ୧୦୮ ଗରା ପାଣି ଅଣାଯାଇ ମହାପ୍ରଭୁଙ୍କୁ ସେବାୟତମାନେ ମହାସ୍ନାନ କରାଇଛନ୍ତି  ପବିତ୍ର ସ୍ନାନପୂର୍ଣ୍ଣିମା ଅବସରରେ ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଗନ୍ନାଥମୟ ବଡ଼ଦାଣ୍ଡ

Read More

ରତିପାହିଲେ ସ୍ନାନଯାତ୍ରା, ଗଜାନନ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ବୁଧବାର ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡ଼ି ସ୍ନାନ ବେଦୀକୁ ଆସିବେ ଚତୁର୍ଦ୍ଧା ବିଗ୍ରହ। ସ୍ନାନବେଦିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ…

Read More

୧୨ ମାସରେ ଆମେ ପ୍ରାୟ ସବୁ ମୁଖ୍ୟ ପ୍ରତିଶ୍ରୁତି ପୂରଣ କରିଛୁ: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ବିଜେପି ସରକାର ଯେଉଁ ପ୍ରତିଶୃତି ଦେଇ ଆସିଥିଲେ ସେଥିରୁ ଗୋଟିଏ ବର୍ଷ ମଧ୍ୟରେ ଅନେକ ପ୍ରମୁଖ ପ୍ରତିଶୃତି ପୂରଣ କରାଯାଇଛି । ଗତ ୧୨ ମାସରେ…

Read More

ଏସକର୍ଟ ଗାଡିରେ ଆହତଙ୍କୁ ମେଡିକାଲ ପଠାଇଲେ ମନ୍ତ୍ରୀ ବିଭୂତି ଜେନା

ଜଗନ୍ନାଥ ସଡକରେ ପୁରୀ ଅଣ୍ଡାଳସିଂ ମୁଖ୍ୟ ରାସ୍ତା ରେ ଗୋଟିଏ ଟ୍ରକ ସହ ମୋଟର ସାଇକେଲ ର ଧକ୍କା ହୋଇ ଦୁର୍ଘଟଣା ରେ ମୋଟର ସାଇକେଲ ଚାଳକ…

Read More

ବାରବାଟୀରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍

କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ ଆସନ୍ତା ଡିସେମ୍ବର ୯, ୨୦୨୫ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଆୟୋଜନ ହେବ। ଏହା…

Read More

ରଥଯାତ୍ରା ପାଇଁ ପୁରୀକୁ ୩୬୫ ସ୍ଵତନ୍ତ୍ର ଟ୍ରେନ୍, ପୁରୀ ପୌରାଞ୍ଚଳରେ ବ୍ୟକ୍ତିଙ୍କ ପିଛା ୫ ଲକ୍ଷ ବୀମା

ରଥଯାତ୍ରାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ଚଳିତ ରଥଯାତ୍ରାର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଆଇନ ମନ୍ତ୍ରୀ…

Read More

ଶ୍ରୀମନ୍ଦିରର ୨ କିଲୋମିଟର ପରିସରରେ ମଦ ଓ ଆମିଷ ବିକ୍ରି ବନ୍ଦ

ବିଶ୍ୱ ପ୍ରସିଦ୍ଧ ପୁରୀକୁ ଦେଶ ବିଦେଶରୁ ହଜାର ହଜାର ଶ୍ରଦ୍ଧାଳୁ ପ୍ରତିଦିନ ଆସୁଛନ୍ତି । ଏହା ଏକ ଆନ୍ତର୍ଜାତୀୟ ତୀର୍ଥସ୍ଥଳୀ । ଏହାକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡ…

Read More