• Home
  • ରାଜ୍ୟ
  • ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ଭତ୍ତା ୧୫୦ ଟଙ୍କାକୁ ବୃଦ୍ଧି
Image

ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ଭତ୍ତା ୧୫୦ ଟଙ୍କାକୁ ବୃଦ୍ଧି

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ (Civil Defence Volunteer) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଦୈନିକ ଟ୍ରେନିଙ୍ଗ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ ହେବ।

ଓଡିଶାରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025

ତିନି ରଥରେ ରଙ୍ଗ କାମ ଆରମ୍ଭ : ବେଦୀ ସିଂହାସନ ପ୍ରସ୍ତୁତି

ରଥ ନିର୍ମାଣର ୪୯ ତମ ଦିବସରେ ରଥ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ସକାଳ ଘ.୮.୦୦ ଟିକା ରେ ଉପସ୍ଥିତ ପୂର୍ବକ ଉପସ୍ଥାନ…

ByByutkalamirror.comJun 19, 2025

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

 ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ  ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ।…

ByByutkalamirror.comJun 19, 2025

ଓଡ଼ିଶାରେ ୫ ଲକ୍ଷପତି ଦିଦିଙ୍କୁ ପ୍ରଧାନମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ

ମୋଦିଙ୍କୁ ସ୍ବାଗତ ଲାଗି ପ୍ରସ୍ତୁତି ଶେଷ ହୋଇଛି । ଖଣିଜ ସମ୍ପଦରେ ଭରପୂର ଓଡ଼ିଶା ୧ ନଂ ରାଜ୍ୟରେ ପରିଣତ ହେବ । ଏଥିପାଇଁ…

ByByutkalamirror.comJun 18, 2025

ଏଣିକି ପଞ୍ଚାୟତକୁ ତହସିଲ ଅଧିକାରୀ ଯିବେ : ରାଜସ୍ବ ମନ୍ତ୍ରୀ

ମାସରେ ଦୁଇ ଦିନ ରାଜସ୍ବ ଅଧିକାରୀ ପଞ୍ଚାୟତକୁ ଯିବେ । ତହସିଲଦାର କିମ୍ବା ଅତିରିକ୍ତ ତହସିଲଦାର ପାଞ୍ଚୟତକୁ ଜିବେ । ରାଜସ୍ବ ଅଫିସରେ ଲୋକଙ୍କ…

ByByutkalamirror.comJun 18, 2025

ମହାପ୍ରଭୁଙ୍କ ଦେହରେ ଲାଗି ହେଲା ଫୁଲୁରୀ ତେଲ

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାଷିତ ଜଳରେ ମହାପ୍ରଭୁ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି। ଜ୍ୱରରେ ପୀଡିତ ଥିବା ଶ୍ରୀବିଗ୍ରହ ମାନଙ୍କ…

ByByutkalamirror.comJun 17, 2025