• Home
  • ରାଜ୍ୟ
  • ଏଣିକି ପଞ୍ଚାୟତକୁ ତହସିଲ ଅଧିକାରୀ ଯିବେ : ରାଜସ୍ବ ମନ୍ତ୍ରୀ
Image

ଏଣିକି ପଞ୍ଚାୟତକୁ ତହସିଲ ଅଧିକାରୀ ଯିବେ : ରାଜସ୍ବ ମନ୍ତ୍ରୀ

ମାସରେ ଦୁଇ ଦିନ ରାଜସ୍ବ ଅଧିକାରୀ ପଞ୍ଚାୟତକୁ ଯିବେ । ତହସିଲଦାର କିମ୍ବା ଅତିରିକ୍ତ ତହସିଲଦାର ପାଞ୍ଚୟତକୁ ଜିବେ । ରାଜସ୍ବ ଅଫିସରେ ଲୋକଙ୍କ ଜମି ଜମା ସମସ୍ୟାର ସମାଧାନ ତ୍ବରୀତ ହେବ । ମୋ ପାଞ୍ଚୟତ ଏବଂ ମୋ ତହସିଲ ନାମରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯିବ ବୋଲି ରାଜସ୍ବମନ୍ତ୍ରୀ ସୁରେଶ ପୁଜାରୀ ସୂଚନା ଦେଇଛନ୍ତି । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ତହସିଲ ଅଫିସ ନ ଆସି ଘରେ ବସି ଲୋକେ ପାଇବେ ସବୁ ସୁବିଧା ଏଥିପାଇଁ ମୋବାଇଲ ରେ 18 ଟି ରାଜସ୍ବ ସୁବିଧା ଲୋକମାନେ ପାଇପାରିବେ । ସେହିଭଳି ରାଜସ୍ବ ବିଭାଗରେ ସଂସ୍କାର ଅଣାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ବ୍ରିଟିଶ ଅମଳର କିସମ ହେବ ପରିବର୍ତ୍ତନ । ଜମି କିସମ ସଂଖ୍ୟା କମିବ । ୭୦୦୦ ଜମି କିସମରୁ କମ୍ ହୋଇ ମାତ୍ର ୨୭ଟି କିସମ ରଖାଯିବ । ଏନେଇ ବିଜ୍ଞପ୍ତି ଖୁବ ଶୀଘ୍ର ପ୍ରକାଶ ପାଇବ।

Releated Posts

ଡବଲ ଇଂଜିନ ଡବଲ ଵିକାଶ ନୁହେଁ, ଡବଲ ଧୋକା: ବିଜେଡି

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ ଓ ତାଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ଓଡ଼ିଶାର ଭିଜନ ଡକ୍ୟୁମେଣ୍ଟ ଉପରେ ପ୍ରତିକ୍ରିୟା ରଖି ଆଜି ବିଜୁ…

ByByutkalamirror.comJun 21, 2025

ମୁଖ୍ୟମନ୍ତ୍ରୀଙ୍କ ଡାଇରିଆ ସମୀକ୍ଷା ବୈଠକ : ଦଶହରା ପର୍ଯ୍ୟନ୍ତ ପ୍ରଭାବିତ ଅଞ୍ଚଳରେ ପ୍ରତୋରୋଧକ ବ୍ୟବସ୍ଥା

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

ByByutkalamirror.comJun 21, 2025

ପ୍ରଧାନମନ୍ତ୍ରୀଙ୍କ ଗସ୍ତ: ଶୁକ୍ରବାର ଭୁବନେଶ୍ୱରରେ ଅଫିସ୍‌ ହାଫ୍ ଡେ

ଶୁକ୍ରବାର ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି…

ByByutkalamirror.comJun 20, 2025

ଓଡ଼ିଶାରେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ମୋଦି

ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯ ହଜାର କୋଟିର ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ…

ByByutkalamirror.comJun 19, 2025