• Home
  • ରାଜ୍ୟ
  • ମୋଦି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
Image

ମୋଦି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡାଙ୍କ ସହ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନିତି ଆୟୋଗ ବୈଠକରେ ପରେ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କଲେ । ଓଡ଼ିଶାରେ ସାର୍ବଜନୀନ ସ୍ବାସ୍ଥ୍ୟ ସୁରକ୍ଷା ପ୍ରତି ପ୍ରତିବଦ୍ଧତା ଉପରେ ଗୁରୁତ୍ବ। ଦୁର୍ଗମ ଅଞ୍ଚଳରେ ମେଡିକାଲ ଭିତ୍ତିଭୂମି, ଡାକ୍ତରୀ ଶିକ୍ଷା ଉପରେ ଆଲୋଚନା।

Releated Posts

ରଥଯାତ୍ରା ପାଇଁ ପୁରୀକୁ ୩୬୫ ସ୍ଵତନ୍ତ୍ର ଟ୍ରେନ୍, ପୁରୀ ପୌରାଞ୍ଚଳରେ ବ୍ୟକ୍ତିଙ୍କ ପିଛା ୫ ଲକ୍ଷ ବୀମା

ରଥଯାତ୍ରାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ଚଳିତ ରଥଯାତ୍ରାର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ…

ByByutkalamirror.comJun 10, 2025

ଶ୍ରୀମନ୍ଦିରର ୨ କିଲୋମିଟର ପରିସରରେ ମଦ ଓ ଆମିଷ ବିକ୍ରି ବନ୍ଦ

ବିଶ୍ୱ ପ୍ରସିଦ୍ଧ ପୁରୀକୁ ଦେଶ ବିଦେଶରୁ ହଜାର ହଜାର ଶ୍ରଦ୍ଧାଳୁ ପ୍ରତିଦିନ ଆସୁଛନ୍ତି । ଏହା ଏକ ଆନ୍ତର୍ଜାତୀୟ ତୀର୍ଥସ୍ଥଳୀ । ଏହାକୁ ଦୃଷ୍ଟିରେ…

ByByutkalamirror.comJun 9, 2025

ଡବଲ ଇଞ୍ଜିନ ସରକାରଙ୍କୁ ଶ୍ରେୟ, ୩ କେନ୍ଦ୍ରମନ୍ତ୍ରୀଙ୍କୁ ମୋହନଙ୍କ ପ୍ରଶଂସା

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର କନଭେନସନ୍ ସେଣ୍ଟରରେ ବିଧାୟକ ଓ ସାଂସଦଙ୍କ ସମ୍ମିଳନୀରେ ଓଡ଼ିଶାର ଡବଲ ଇଞ୍ଜିନ ସରକାରର ପ୍ରଥମ…

ByByutkalamirror.comJun 9, 2025

୧୦ ଲକ୍ଷ ଲାଞ୍ଚ ନେଉଥିଲେ, ଆଇଏଏସଙ୍କୁ ଧରିଲା ଭିଜିଲାନ୍ସ

କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ଉପଜିଲ୍ଲାପାଳ ୨୦୨୧ ବ୍ୟାଚର ଆଇଏଏସ ଅଧିକାରୀ ଧୀମନ ଚକ୍ମାଙ୍କୁ ଭିଜିଲାନ୍ସ ଲା଼ଚ ନେବା ବେଳେ ଧରିଛି । ସୂଚନା ଅନୁସାରେ,…

ByByutkalamirror.comJun 8, 2025