ବାରବାଟୀରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍

କଟକର ଐତିହାସିକ ବାରବାଟୀ ଷ୍ଟାଡିୟମ ଆସନ୍ତା ଡିସେମ୍ବର ୯, ୨୦୨୫ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଆୟୋଜନ ହେବ। ଏହା…

Read More